୩ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

୩ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କ ଡିଜି ପାହ୍ୟାକୁ ପଦୋନ୍ନତି ହୋଇଛି। ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି।

ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ୱାଇବି ଖୁରାନିଆଙ୍କୁ ମଧ୍ୟ ଡିଜି ପାହ୍ୟାକୁ ପଦୋନ୍ନତି ହୋଇଛି।

ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।

Post Views81 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!