ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ । କେନ୍ଦ୍ର ସହିତ ରାଜ୍ୟର ବିଭିନ୍ନ ପ୍ରସଙ୍ଗର ସମୀକ୍ଷା କରିବା ପରେ ଆସନ୍ତା ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରିବେ ବୋଲି ଜଣାପଡିଛି।
ଆସନ୍ତାକାଲିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ନବୀନ । ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ପଡ଼ିରହିଥିବା ସରକାରୀ କାର୍ଯ୍ୟର ସମୀକ୍ଷା କରିବେ।

