ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

୪ ଦିନିଆ ଦିଲ୍ଲୀ ଗସ୍ତରେ କାଲି ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ସହ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଦିଲ୍ଲୀରେ ପହଞ୍ଚିବା ପରେ ନବୀନ କହିଛନ୍ତି ଓଡ଼ିଶାର ନ୍ୟାଯ୍ୟ ଦାବିକୁ କେନ୍ଦ୍ର ନିକଟରେ ଉପସ୍ଥାପନ କରିବେ ।

ପ୍ରଧାନମନ୍ତ୍ରୀଙ୍କ ନିକଟରେ ଓଡ଼ିଶାର ସ୍ବାର୍ଥ ସମ୍ବଳିତ ଦାବି ଦୋହରାଇବେ ନବୀନ । ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଓଡ଼ିଶା ଫେରିବେ ।

ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବା ସମ୍ଭାବନା ରହିଛି । ବିଭିନ୍ନ ଯୋଜନାରେ କେନ୍ଦ୍ର ପାଖରେ ପଡ଼ିଥିବା ବକେୟା ଅର୍ଥ ଓଡ଼ିଶାକୁ ତୁରନ୍ତ ଦେବାକୁ ଦାବି ରଖିବେ ନବୀନ ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!