ଦିଲ୍ଲୀର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଆହତ । ବାଥ୍ରୁମରେ ପଡି ଆହତ ହୋଇଛନ୍ତି ସତ୍ୟେନ୍ଦ୍ର । ହାଡ ଜେଲରେ ଥିବା ସତ୍ୟେ ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ଆଜି ଭୋଟର ୬ଟାରେ ସେ ଓ୍ବାସରୁମରେ ପଡିଯିବାରୁ ଆହତ ହୋଇଥିଲେ । ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ତାଙ୍କର ବିଭିନ୍ନ ଚିକିତ୍ସା କରାଯାଉଛି । ତାଙ୍କ ସ୍ପାଇନାଲ ସର୍ଜରୀକରାଯିବ ବୋଲି ସେ କହିଛନ୍ତି । ଗତବର୍ଷ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ସତ୍ୟେନ୍ଦ୍ରଙ୍କ ଓଜନ ୩୫ କିଲୋଗ୍ରାମ ହ୍ରାସ ପାଇଛି ବୋଲି ଆପ୍ ପକ୍ଷରୁ ଅଭିଯୋଗ କରାଯାଇଥିଲା । ଗତ ସୋମବାର ମେରୁଦଣ୍ଡରେ ସମସ୍ୟା ଦେଖାଦେବାରୁ ସତ୍ୟେନ୍ଦ୍ରଙ୍କୁ ଦିଲ୍ଲୀ ସଫରଦରଜଙ୍ଗ ହସ୍ପିଟାଲରେ ଚିକିତ୍ସା କରାଯାଇଥିଲା । ସତ୍ୟେନ୍ଦ୍ରଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ
Related Posts
ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକ ପ୍ରକାଶ
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ପରଲୋକ । ୯୨ ବର୍ଷ ବୟସରେ ଦିଲ୍ଲୀରେ ଡକ୍ଟର ମନମୋହନ ସିଂହଙ୍କ ପରଲୋକ ଘଟିଛି…
ଅଗଷ୍ଟ ୨୦ ପରେ ନିଗମ, ବୋର୍ଡ ଓ ଦଳୀୟ କମିଟି ଘୋଷଣା !
ବହୁ ପ୍ରତୀକ୍ଷା ପରେ ରାଜ୍ୟ ମହିଳା ଆୟୋଗ ଓ ଶିଶୁ ସୁରକ୍ଷା ଅଧିକାର ଆୟୋଗର ଅଧ୍ୟକ୍ଷ ସହ ସଦସ୍ୟ ନିଯୁକ୍ତି…
ପୀତାମ୍ବର ଆଚାର୍ଯ୍ୟ ହେଲେ ନୂଆ ଆଡଭୋକେଟ ଜେନେରାଲ
ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ମିଳିଲା ବଡ଼ ଦାୟିତ୍ବ । ପୀତାମ୍ବରଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ମିଳିଛି ।…

