ମେ’ ୨୮ରେ ଯୁକ୍ତ ୨ ପରୀକ୍ଷା ଫଳ ତାରିଖ ଘୋଷଣା

ଆଗାମୀ ମେ’ ୨୮ ତାରିଖରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁଯାୟୀ, ୨୮ ତାରିଖ ସଂଧ୍ୟାରେ ୨ ପରୀକ୍ଷା ଫଳ ତାରିଖ ଘୋଷଣା କରାଯିବ।

ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏହାପରେ ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ।

ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ ମେ’ ୩୦ କିମ୍ବା ୩୧ତାରିଖରେ ପ୍ରକାଶ ପାଇବାର ସମ୍ଭାବନା ରହିଛି। ତେଣେ ଜୁନ ୮ ସୁଦ୍ଧା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି କୁହାଯାଉଛି

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!