ନୂଆ ସଂସଦ ଭବନ ଲୋକାର୍ପିତ

ଉଦଘାଟିତ ହେଲା ନୂଆ ସଂସଦ ଭବନ । ୬୪ ହଜାର ୫ଶହ ବର୍ଗମିଟର କ୍ଷେତ୍ରରେ ନିର୍ମିତ ତ୍ରିକୋଣାକାର ନୂଆ ସଂସଦ ଭବନ । ସଂସଦ ଭବନ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସକାଳ ୭ଟାରୁ ଆରମ୍ଭ ହୋଇଛି ସମାରୋହ । ଦୁଇଟି ପର୍ଯ୍ୟାୟରେ ଏହା ଅପରାହ୍ନ ପ୍ରାୟ ସାଢେ ୨ଟା ଯାଏଁ ଚାଲିବ । ପୂଜାର୍ଚ୍ଚନା ଏବଂ ପ୍ରାର୍ଥନାସଭା ସହ ନୂଆ ସଂସଦ ଭବନର ଲୋକାର୍ପଣ ଉତ୍ସବ ଚାଲିଛି। ପୁରୁଣା ପାର୍ଲାମେଣ୍ଟ ଠାରୁ ନୂଆରେ ପ୍ରାୟ ୫ଶହ ସିଟ୍ ଅଧିକ । ଜାତୀୟ ପକ୍ଷୀ ମୟୂର ଶୈଳୀରେ ଲୋକସଭା ନିର୍ମିତ ହୋଇଛି । ନୂଆ ସଂସଦରେ ପ୍ରତିଟି ସାଂସଦଙ୍କ ସିଟରେ ରହିଛି ମଲ୍ଟିମିଡିଆ ଡିସପ୍ଲେ । ଯୋଗାଯୋଗ ପାଇଁ ଅଛି ଅତ୍ୟାଧୁନିକ ବ୍ୟବସ୍ଥା ।

Post Views67 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!