ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ

ବାହାନଗା ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ । ବାହାନଗା ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରେଳ ମନ୍ତ୍ରୀ ଅଶ୍ବନୀ ବୈଷ୍ଣବଙ୍କ ସହ ଆଲୋଚନା କରିଛନ୍ତି । ଏହାପରେ ବାଲେଶ୍ବର ମେଡିକାଲ ଯାଇଛନ୍ତି । ସେଠାରେ ଆହତଙ୍କ ଚିକିତ୍ସା କିପରି ଚାଲିଛି ତାର ସ୍ଥିତି ଅନୁଧ୍ୟାନ କରିଛନ୍ତି ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!