କେରଳରେ ପ୍ରବେଶ କଲା ମୌସୁମୀ ବାୟୁ

ଆଜି ମୌସୁମୀ ବାୟୁ କେରଳରେ ପ୍ରବେଶ କକେରଳରେ ପ୍ରବେଶ କଲା ମୌସୁମୀ ବାୟୁରିଛି। ଆସନ୍ତା ୨ ଦିନ ମଧ୍ୟରେ ବଙ୍ଗୋପସାଗର, ଆରବ ସାଗରରେ ଅଧିକ ଅଞ୍ଚଳର ଆହୁରି ବ୍ୟାପକ ଅଞ୍ଚଳକୁ ବ୍ୟାପିବା ପରେ ମୌସୁମୀ ବାୟୁ ସମଗ୍ର କେରଳ ଓ ତାମିଲନାଡୁ ସମେତ ସମ୍ପୂର୍ଣ୍ଣ ଦକ୍ଷିଣ ଭାରତରେ ବିସ୍ତାରିତ ହେବ।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତରପୂର୍ବ ଭାରତରେ ମଧ୍ୟ ପ୍ରବେଶ କରିବ ଏବଂ ପରେ ପରେ କେନ୍ଦ୍ରୀୟ ଭାରତ ଆଡ଼କୁ ଅଗ୍ରସର ହେବ। ଓଡ଼ିଶାରେ ସାଧାରଣତଃ ୧୨ ତାରିଖ ପାଖାପାଖି ମୌସୁମୀ ବାୟୁ ପ୍ରବେଶ କରିଥାଏ। ଏଥର ମୌସୁମୀ ବାୟୁର କେରଳ ଆଗମନରେ ପ୍ରାୟ ଏକ ସପ୍ତାହ ବିଳମ୍ବ ଘଟିଛି।

ଏବେ ମୌସୁମୀ ଓଡ଼ିଶା ଆସିବା ବିଷୟରେ ପୂର୍ବାନୁମାନ କରାଯାଇନହିଁ। କିନ୍ତୁ, ଏଥର ବିଳମ୍ବରେ ଓଡ଼ିଶାକୁ ମୌସୁମୀ ବାୟୁ ଆସିବାର ସମ୍ଭାବନା ଅଛି ବୋଲି ସେ କହିଛନ୍ତି।

Post Views34 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!