କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସପ୍ତାହେ ବିଳମ୍ବରେ ସ୍ଥଳଭାଗ ଛୁଇଁଲା ମୌସୁମୀ । ଲାକ୍ଷାଦ୍ବୀପ-କେରଳର ବିଭିନ୍ନ ଅଞ୍ଚଳରେ ମୌସୁମୀ ପ୍ରଭାବ ଦେଖିବାକୁ ମିଳିଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ କେରଳ ଓ ତାମିଲନାଡୁର ଅଧିକାଂଶ ଅଂଶକୁ ମୌସୁମୀ ଛୁଇଁପାରେ । ଏହାସହ ଉତ୍ତର-ପୂର୍ବର କିଛି ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପହଞ୍ଚିପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର ।

Post Views36 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!