ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚାିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁପାରିଶ ଆଧାରରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚାିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି ।

ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଇତିମଧ୍ୟରେ ଅନୁମୋଦନ କରିବା ସହ ଖାଦ୍ୟଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିଭାଗର ବାର୍ଷିକ ପ୍ରଦର୍ଶନ ଆଧାରରେ ରୋହିତ ପୂଜାରୀଙ୍କ ନେତୃତ୍ୱାଧୀନ ଉଚ୍ଚଶିକ୍ଷା ବିଭାଗର ପ୍ରଦର୍ଶନ ସବୁଠୁ ଖରାପ ଥିବାରୁ ତାଙ୍କୁ ମନ୍ତ୍ରୀ ପଦ ହରାଇବାକୁ ପଡ଼ିଛି ବୋଲି କୁହାଯାଉଛି ।

ମାତ୍ର ଶ୍ରୀ ପୂଜାରୀ ପ୍ରଥମଥର ପାଇଁ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିଲେ ଓ ଗତବର୍ଷ ଜୁନ୍ ୫ତାରିଖରେ ବିଭାଗର ଦାୟିତ୍ୱ ନେଇଥିଲେ ।

Post Views72 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!