ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ । କଟକ ସଦର ବ୍ଲକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଟ୍ବିନସିଟିର ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଭିଜିଲାନ୍ସର ଚଢାଉ ।

ଭୁବନେଶ୍ବର ସୌଭାଗ୍ୟନଗରରେ ଥିବା ଘର, ଚକେଇଶିଆଣିରେ ଥିବା ସମ୍ପର୍କୀୟଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ୍ ।

କଟକ ନରସିଂହପୁର ଲେହେଙ୍ଗା ଗାଁରେ ଥିବା ପୈତୃକ ଘର ଓ କଟକ ସଦର ବ୍ଲକ୍ ଅଫିସ ଚାମ୍ବରରେ ଚାଲିଛି ଭିଜିଲାନ୍ସ ରେଡ୍ । ୩ଟି ଟିମ୍ ରେଡ୍ରେ ସାମିଲ ଅଛନ୍ତି । ୩ ଡିଏସପି , ୪ ଇନସ୍ପେକ୍ଟର ଓ ଅନ୍ୟ କର୍ମଚାରୀ ଚଢାଉରେ ସାମିଲ ଅଛନ୍ତି ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!