ଶକ୍ତିକାନ୍ତ ଦାସଙ୍କୁ ‘ଗଭର୍ଣ୍ଣର ଅଫ୍ ଦି ଇୟର’ ପୁରସ୍କାର

ଶକ୍ତିକାନ୍ତ ଦାସ ଗଭର୍ଣ୍ଣର ଅଫ୍ ଦି ଇୟର । ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣରଙ୍କୁ ଲଣ୍ଡନର ସେଣ୍ଟ୍ରାଲ ବ୍ୟାଙ୍କ ପକ୍ଷରୁ ସମ୍ମାନିତ କରାଯାଇଛି । ବିଶ୍ବ ବଜାରରେ ଅସ୍ଥିରତା ସତ୍ତ୍ବେ ଦେଶରେ ଦରବୃଦ୍ଧି ନିୟନ୍ତ୍ରଣ ପାଇଁ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ବହୁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । କୋଭିଡ ମହାମାରୀ ସମୟରେ ଇଏମଆଇ ନଦେବାକୁ ନିର୍ଦ୍ଦେଶ ଦେଇଥିଲେ । ଯାହାଫଳରେ ବିଶ୍ବ ଦରବାରେ ପ୍ରଶଂସିତ ହୋଇଛନ୍ତି ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ ।

Post Views69 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!