ରବି ସିହ୍ନା ହେବେ RAWର ନୂଆ ମୁଖ୍ୟ

ରିସର୍ଚ୍ଚ ଆଣ୍ଡ ଆନାଲିସିସ୍ ୱିଙ୍ଗ (RAW) ନୂଆ ମୁଖ୍ୟ ହେବେ ବରିଷ୍ଠ ଆଇପିଏସ୍ ଅଫିସର ରବି ସିହ୍ନା ଛତିଶଗଡ କ୍ୟାଡରର ଏହି ଆଇପିଏସ୍ ଅଫିସରଙ୍କୁ କେନ୍ଦ୍ର ସରକାର ଏହି ନୂଆ ନିଯୁକ୍ତି ଦେଇଛନ୍ତି ରବି ସିହ୍ନା ବର୍ତ୍ତମାନ ସମୟରେ କ୍ୟାବିନେଟ୍ ସଚିବାଳୟର ବିଶେଷ ସଚିବ ଭାବେ କାର୍ଯ୍ୟ କରୁଛନ୍ତି

ଆଉ କ୍ୟାବିନେଟ୍ ନିଯୁକ୍ତି କମିଟି ତାଙ୍କର ଏହି ନୂଆ ନିଯୁକ୍ତିକୁ ମଞ୍ଜୁରୀ ଦେଇଦେଇଛି ତେବେ ୧୯୮୮ ମସିହା ଛତିଶଗଡ କ୍ୟାଡରର ଆଇପିଏସ୍ ଅଫିସର ହେଉଛନ୍ତି ରବି ସିହ୍ନା

ତେବେ ବର୍ତ୍ତମାନ ମୁଖ୍ୟ ଥିବା ସାମନ୍ତ କୁମାର ଗୋୟଲଙ୍କ କାର୍ଯ୍ୟକାଳ ଜୁନ୍ ୩୦ ତାରିଖରେ ଶେଷ ହେବାକୁ ଯାଉଛି ଯାହା ପରେ ତାଙ୍କ ସ୍ଥାନରେ ବରିଷ୍ଠ ଆଇପିଏସ୍ ଅଫିସର ରବି ସିହ୍ନା ଏହା ଦାୟିତ୍ୱ ସମ୍ଭାଳିବେ

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!