ସାମ୍ବାଦିକ ପାଇବେ ପେନସନ, ଚାଲିଛି ଚିହ୍ନଟ ପ୍ରକ୍ରିୟା

କୋଭିଡ଼ ମହାମାରୀ ସମୟରେ ମୃତ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ସହାୟତା ଯୋଗାଇ ଦେଇଛନ୍ତି ରାଜ୍ୟ ସରକାର । ରାଜ୍ୟର ୪୮ ଜଣ ସାମ୍ବାଦିକଙ୍କ ପରିବାରକୁ ଅନୁକମ୍ପା ସହାୟତା ରାଶି ଯୋଗାଇ ଦିଆଯାଇଛି ।

ଯାହାକି ସାରା ଦେଶରେ ପ୍ରଥମ ।’ ସମାଜର ମଙ୍ଗଳ ପାଇଁ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟି ଦେଇ କାମ କରିବାକୁ ସାମ୍ବାଦିକଙ୍କୁ ପରାମର୍ଶ ଦେଇଛନ୍ତି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ । ରାଜ୍ୟର ୯ ହଜାର ସାମ୍ବାଦିକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ବୀମା ରାଶି ପ୍ରଦାନ କରାଯାଉଛି । ପେନସନ ପାଇଁ ସାମ୍ବାଦିକ ଚିହ୍ନଟ ପ୍ରକ୍ରିୟା ଜାରି ରହିଛି ।

କଟକ ନରସିଂହପୁର ସାମ୍ବାଦିକ ସଂଘର ଚତୁର୍ଥ ବାର୍ଷିକ ଉତ୍ସବ ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!