ଆହାର କେନ୍ଦ୍ର ପରିଚାଳନା ପାଇଁ ୨୦ କୋଟି ଟଙ୍କା ମଞ୍ଜୁର

ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ, ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହାର କାର୍ଯ୍ୟକ୍ରମ ପାଇଁ ୨୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି।

ସହରରେ ହସ୍ପିଟାଲ, ବସଷ୍ଟାଣ୍ଡ ଏବଂ ଅନ୍ୟାନ୍ୟ ଗହଳି ସ୍ଥାନରେ ଜରୁରୀ କାର୍ଯ୍ୟ ପାଇଁ ଯାଇଥିବା ଗରିବ ଲୋକମାନେ ଏହାଦ୍ବାରା ମାତ୍ର ୫ ଟଙ୍କାରେ ସୁଷମ ଓ ସ୍ବାସ୍ଥ୍ୟପ୍ରଦ ଆହାର ପାଇପାରୁଛନ୍ତି।

Post Views48 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!