ଲଞ୍ଚ ହେବ ଇସ୍ରୋର ଚନ୍ଦ୍ରୟାନ-୩ । ଜୁଲାଇ ୧୪ରେ ଲଞ୍ଚ ହେବାକୁ ଯାଉଛି ଚନ୍ଦ୍ରୟାନ-୩ । ଏନେଇ ପ୍ରସ୍ତୁତି ଚାଲିଛି । ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରେ ଚନ୍ଦ୍ରୟାନ-୩ ଉତକ୍ଷେପଣ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ୨୦୦୮-୦୯ରେ ଚନ୍ଦ୍ରୟାନ-୧ ହୋଇଥିବାବେଳେ ଚନ୍ଦ୍ର ପୃଷ୍ଠରେ ଜଳର ସନ୍ଧାନ ମିଳିଥିଲା। ୨୦୧୯ ଅଗଷ୍ଟରେ ହୋଇଥିବା ଚନ୍ଦ୍ରୟାନ-୨ ବିଫଳ ହୋଇଥିଲା। ମାତ୍ର ଚନ୍ଦ୍ରୟାନ-୨ରେ ଚନ୍ଦ୍ର ପୃଷ୍ଠକୁ ପଠାଯାଇଥିବା ଅର୍ବିଟର ଏବେ ବି ସଫଳତାର ସହ କାର୍ଯ୍ୟ କରୁଛି ।ତେବେ ଏହାକୁ ଶ୍ରୀହରିକୋଟାରୁ ୧୪ ଜୁଲାଇ ୨୦୨୩ ଅପରାହ୍ନ ୨ଟା ୩୫ ମିନିଟରେ ଲଞ୍ଚ୍ କରାଯିବ।
Related Posts
ବିମାନ ପରେ ହେଲିକାପ୍ଟର କ୍ରାସ
ମଝି ଅକାଶରେ କ୍ରାସ୍ ହେଲା ହେଲିକପ୍ଟର । ଦୁର୍ଘଟଣାରେ ୭ ଯାତ୍ରୀଙ୍କ ମୃତ୍ୟୁ । କୁହାଯାଉଛି ଯେ ହେଲିକପ୍ଟରରେ ପାଇଲଟଙ୍କ…
ବାଂଲାଦେଶର ପୂର୍ବତନ ମନ୍ତ୍ରୀଙ୍କ ପରଲୋକ
ବାଂଲାଦେଶର ଅନ୍ୟତମ ହିନ୍ଦୁ ନେତା ଏବଂ ପୂର୍ବତନ ମନ୍ତ୍ରୀ ହେଉଛନ୍ତି ରମେଶ ଚନ୍ଦ୍ର ସେନ ।ସେନ୍ ୮୫ ବର୍ଷ ବୟସ୍କ…
ଜାମିନ ଆବେଦନ ଉପରେ ଶୁଣାଣି ସୁପ୍ରିମକୋର୍ଟରେ ଆରମ୍ଭ ହୋଇଛି। ଦିଲ୍ଲୀ ମଦ ନୀତି ଦୁର୍ନୀତିରେ ଜେଲରେ ଥିବା କେଜ୍ରିୱାଲ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଆବେଦନ ଉପରେ ଶୁଣାଣି ସୁପ୍ରିମକୋର୍ଟରେ ଆରମ୍ଭ ହୋଇଛି। ଦିଲ୍ଲୀ ମଦ ନୀତି ଦୁର୍ନୀତିରେ…

