କଟକ ଆସିବେ ମହାମହିମ ରାଷ୍ଟ୍ରପତି

ଆସନ୍ତା ଜୁଲାଇ 26 ତାରିଖରେ ମହାମହିମ ରାଷ୍ଟ୍ରପତି କଟକ ଆସିବେ। ହାଇକୋର୍ଟ 75 ବର୍ଷ ପୂର୍ତ୍ତି ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। କଟକର 6ଟି ସ୍ଥାନ ପରିଦର୍ଶନ କରିବେ ।ଏସ୍‌ସିବି ମେଡିକାଲ୍‌ କଲେଜ ଛାତ୍ର ସଂସଦର ବାର୍ଷିକୋତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେବେ ବୋଲି କୁହାଯାଉଛି । ଏନେଇ ସୂଚନା ଦେଇଛନ୍ତି ରାଷ୍ଟ୍ରପତି ଭବନ ଏବଂ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!