ବାଲେଶ୍ବରରେ ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତିଲା ମେମୁ ଟ୍ରେନ

ପୁଣି ଟଳିଲା ବିପଦ । ବାଲେଶ୍ବରରେ ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତିଲା ମେମୁ ଟ୍ରେନ । ଲୁପ୍ ଲାଇନରେ ପଶିଗଲା ମେମୁ ଟ୍ରେନ୍ । ଭଦ୍ରକରୁ ବାଲେଶ୍ବର ଆସୁଥିଲା ବେଳେ ଅଘଟଣ  । ନୀଳଗିରି ରେଡରେ ଦୁର୍ଘଟଣାରୁ ବର୍ତ୍ତିଲା ଟ୍ରେନ୍ । ବେ ସିଗନାଲ କିମ୍ବା ଟ୍ରାକର ତ୍ରୁଟି ଜଣା ପଡିନଥିବା ବେଳେ ଲୋକ ପାଇଲଟ ନିଜର ଉପସ୍ଥିତ ବୁଦ୍ଧି ଯୋଗୁଁ ହଜାର ହଜାର ଯାତ୍ରୀଙ୍କ ଜୀବନ ବଞ୍ଚି ଯାଇଛି

Post Views64 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!