ରାଜ୍ୟରେ ୪ ଦିନ ପର୍ଯ୍ୟନ୍ତ ବର୍ଷିବ

ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର ।ଲଘୁଚାପ କ୍ଷେତ୍ର ଆଗାମୀ ୨ଦିନ ପର୍ଯ୍ୟନ୍ତ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦କିମି ବେଗରେ ବହିବ ପବନ। ସମୁଦ୍ର ୨୨ ତାରିଖ ଯାଏ ମତ୍ସଜୀବୀଙ୍କୁ ସମୁଦ୍ର ମନା । ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ନୂଆପଡା, କଳହାଣ୍ଡି ଏବଂ କନ୍ଧମାଳ ଆଦି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

Post Views6 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!