ଅଗ୍ନିଶମ ସେବା ବିଭାଗରେ ୨୬ ନୂତନ ପଦବୀକୁ ଅନୁମୋଦନ

ଅଗ୍ନିଶମ ସେବା ବିଭାଗରେ ୨୬ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ଓଡ଼ିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

ଏଥି ମଧ୍ୟରେ ତିନି ଗୋଟି ଷ୍ଟେସନ ଅଫିସର ପଦବୀ ଥିବା ବେଳେ ତିନି ଗୋଟି ଲିଡିଂ ଫାୟାର ମ୍ୟାନ୍ ଓ କୋଡିଏଟି ଫାୟାର ମ୍ୟାନ୍ ପଦବୀ ରହିଛି ।

ଏହି ନୂତନ ପଦବୀ ସୃଷ୍ଟି ହେବା ଫଳରେ ଅଗ୍ନିଶମ ସେବା ବିଭାଗ ଆହୁରି ଅଧିକ ଦକ୍ଷ ଭାବରେ ଲୋକଙ୍କୁ ସେବା ଯୋଗାଇଦେବ ବୋଲି ଆଶା କରାଯାଏ ।

Post Views82 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!