ଚନ୍ଦ୍ରର କକ୍ଷ ପଥରେ ପ୍ରବେଶ କଲା ଚନ୍ଦ୍ରଯାନ-୩ । ଚନ୍ଦ୍ରଯାନ ଦୁଇ ତୃତୀୟାଂଶ ଦୂର ଅତିକ୍ରମ କରିସାରିଲାଣି । ଗତ ଜୁଲାଇ ୧୪ ତାରିଖରେ ଚନ୍ଦ୍ରଯାନ ଉତକ୍ଷେପଣ କରାଯାଇଥିବା ବେଳେ ୨୨ତମ ଦିନରେ ଚନ୍ଦ୍ରଯାନ ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିଛି । ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରୟାନ-୩ । ଆସନ୍ତା ଅଗଷ୍ଟ ୨୩ ତାରିଖରେ ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ ସଫ୍ଟଲ୍ୟାଣ୍ଡିଂ କରିବା ଆଶା ରହିଛି । ଗତ ୩ ସପ୍ତାହ ଧରି ଇସ୍ରୋ ପକ୍ଷରୁ ୫ ଥର ଅର୍ବିଟାଲ ଆଡଜଷ୍ଟମେଣ୍ଟ କରାଯାଇଛି । ଏହି ସ୍ପେସକ୍ରାଫ୍ଟରେ ବହୁ ଇଲେକ୍ଟ୍ରୋନିକ ଓ ମେକାନିକାଲ ସବସିଷ୍ଟମ ଖଞ୍ଜାଯାଇଥିବା ବେଳେ ନିରାପଦ ଲ୍ୟାଣ୍ଡିଂ ପ୍ରତି ସର୍ବାଧିକ ଗୁରୁତ୍ବ ଦିଆଯାଇଛି । ନାଭିଗେସନ ସେନସର, ପ୍ରପଲସନ ସିଷ୍ଟମ, ଗାଇଡାନ୍ସ ବ୍ୟବସ୍ଥା ବି ଏଥିରେ ରହିଛି ।
Related Posts
ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକ ପ୍ରକାଶ
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ପରଲୋକ । ୯୨ ବର୍ଷ ବୟସରେ ଦିଲ୍ଲୀରେ ଡକ୍ଟର ମନମୋହନ ସିଂହଙ୍କ ପରଲୋକ ଘଟିଛି…
ଶ୍ରୀଲଙ୍କାରୁ ଭାରତ ପହଁରି ବିଶ୍ୱ ରେକର୍ଡ ସ୍ଥାପନ କରି ଇତିହାସ ସୃଷ୍ଟି କରିବେ ୭ ବର୍ଷୀୟ ଇଶାଙ୍କ
ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିର ଜଣେ ଛୋଟ ପିଲା ନିଜର ଅପାର ସାହସରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି। ସାତ ବର୍ଷୀୟ ଇଶାନ…
ବଙ୍ଗ ମହାସମର ପାଇଁ ଚାଲିଛି ମତଦାନ
ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସକାଳ ୭ରୁ ଆରମ୍ଭ ହୋଇଛି ଭୋଟିଂ। ବେଙ୍ଗଲ ବ୍ୟାଟଲ ୨୦୨୬ର ଦ୍ଵିତୀୟ ପର୍ଯ୍ୟାୟରେ କାହାର…

