ଆବେଦନ କଲେଣି କି ? ଶୀଘ୍ର କରିଦିଅନ୍ତୁ

ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟବୀମା ଆବେଦନ ଅବଧି ବୃଦ୍ଧି । ସମୟ ଅଗଷ୍ଟ ୧୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପୂର୍ବରୁ ଆଜି ଶେଷ ଦିନ ଥିବା ବେଳେ ଏହାକୁ ଆଜି ବୃଦ୍ଧି କରାଯାଇଛି ।  ତେବେ, ପ୍ରଥମ କରି ଚଳିତ ବର୍ଷ ଅନଲାଇନ ପୋର୍ଟାଲ ମାଧ୍ୟମରେ ଏହି ପଞ୍ଜିକରଣ ହେଉଛି।  ୫ଟି ନୀତି ଉପରେ ଗୁରୁତ୍ୱ ଦେଇ ପୋର୍ଟାଲ ପ୍ରସ୍ତୁତ ହୋଇଛି । ଏହାଦ୍ବାରା ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ କାମ କରୁଥିବା ଓଡ଼ିଆ ସାମ୍ବାଦିକ ଅନଲାଇନ କଲ୍ୟାଣ ଯୋଜନାର ସୁବିଧା ନେଇପାରିବେ।ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରର ଉନ୍ନତ ଚିକିତ୍ସା ପାଇଁ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

Post Views31 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!