ରାଜ୍ୟ କାଲି ଚମକିବ କାଳିଆ adminApril 1, 2024 ତୁଟିଲା ବିବାଦ, କାଲି ଚମକିବ ମହାପ୍ରଭୁଙ୍କ ଶ୍ରୀମୁଖ ।ଆସନ୍ତା କାଲି ମହାପ୍ରଭୁଙ୍କ ବନକଲାଗି ନୀତି କରାଯିବ। ରଥଯାତ୍ରା ପରେ ପ୍ରଥମଥର ପାଇଁ ଶ୍ରୀ ଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ।ବୁଧବାର ଏବଂ ଗୁରୁବାରର ବିବାଦ ମଧ୍ଯରେ ଦୀର୍ଘ ଦିନ ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି ହୋଇପାରିନଥିଲା | ଶେଷରେ ପରିଚାଳନା କମିଟି ବୈଠକ ଏବଂ ଦତ୍ତ ମହାପାତ୍ର ନିଯୋଗ ସହ ଆଲୋଚନା ପରେ ବିବାଦର ସମାଧାନ ହୋଇଛି । କାଲି ବୁଧବାର ଶ୍ରାବଣ-ମଳ କୃଷ୍ଣ ନବମୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ ଟା ରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ | 85 Total Count
ମଡ୍ୟୁଲାର ଓଟିରେ ସଫଳ ହେଲା ସର୍ଜରୀ ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ ଓ ପିଜିଆଇଏମଆରରେ ମଡ୍ୟୁଲାର ଓଟି କମ୍ପେ୍ଲକ୍ସର ଶୁଭାରମ୍ଭ ହୋଇଛି । କ୍ୟାପିଟାଲ ହସ୍ପିଟାଲର ଡାଇରେକ୍ଟର ଡାକ୍ତର… April 1, 2024
ରାକ୍ଷୀ ପୂର୍ଣ୍ଣମୀରେ ମିଳିବ ସୁଭଦ୍ରାର ୫ମ କିସ୍ତି ସୁଭଦ୍ରା ହିତାଧିକାରୀଙ୍କ ପାଇ ଖୁସି ଖବର। ଆସନ୍ତା ୨୮ ତାରିଖ ରାକ୍ଷୀ ପୂର୍ଣ୍ଣମୀରେ ମିଳିବ ସୁଭଦ୍ରାର ୫ମ କିସ୍ତି। ନୟାଗଡ଼ରେ… August 17, 2026
ହାରିଲେ ମା ପୁଅ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା ଆସନରୁ ପରାଜିତ ହୋଇଥିବାବେଳେ ତାଙ୍କ ମା’ ସନ୍ଧ୍ୟାରାଣୀ ଦାସ… June 4, 2024