ଆଜି ବିଶ୍ବ ଆଦିବାସୀ ଦିବସ

() ଆଜି ବିଶ୍ବ ଆଦିବାସୀ ଦିବସ । ଆରମ୍ଭ ହେବାକୁ ଯାଉଛି ଆଦିବାସୀ ଅଧିକାର ଅଭିଯାନ । ରାଜ୍ୟର ସମସ୍ତ ସଂରକ୍ଷିତ ଅଞ୍ଚଳରେ ଦିବସ ପାଳନ କରିବ ବିଜେଡି । ଆଦିବାସୀଙ୍କ ପାରମ୍ପରିକ ନାଚଗୀତ ପରିବେଷଣ ହେବା ସହ ସଭ୍ୟତା ଓ ବେଶଭୁଷା ଝଲକ ଦେଖିବାକୁ ମିଳିବ ।ସଂରକ୍ଷିତ ଅଞ୍ଚଳ ପରିଦର୍ଶନ କରି ଆଦିବାସୀଙ୍କ ସମସ୍ୟା ବୁଝିବେ ବିଜେଡି ନେତା । ଏଥିପାଇଁ ସୁପ୍ରିମୋ ନବୀନ ପଟ୍ଟନାୟକ ନେତାଙ୍କୁ ଦାୟିତ୍ବ ପ୍ରଦାନ କରିଛନ୍ତି ।କୋଭିଡ ଯୋଗୁ ଦୁଇ ବର୍ଷ ହେବ ଏହାକୁ ପାଳନ କରାଯାଇନଥିଲା । ଚଳିତବର୍ଷ କିନ୍ତୁ ସରକାରୀସ୍ତରରୁ ଆରମ୍ଭ କରି ଦଳୀୟ ଭିତ୍ତିରେ ଏହାକୁ ପାଳନ ଧୁମଧାମରେ ପାଳନ କରାଯିବ

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!