ଲାଲକିଲ୍ଲାରେ ପତାକା ଉତ୍ତୋଳନ

ଆଜି ଦେଶ ପାଳୁଛି ୭୭ ତମ ସ୍ୱାଧୀନତା ଦିବସ  । ଏହି ଅବସରରେ ଲାଲକିଲ୍ଲାରୁ ତ୍ରିରଙ୍ଗା ଉଡାଇଲେପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଏଥର ଦେଶବାସୀଙ୍କୁ ପରିବାର ଜନ କହି ସମ୍ୱୋଧିତ କରିଛନ୍ତି । ସ୍ୱାଧୀନତା ଦିବସ ପାଇଁ ରାଜଧାନୀ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଲାଲକିଲା ଆଖପାଖରେ ୧୦ହଜାରରୁ ଅଧିକ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି ।

 

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!