ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଶ୍ରାବଣ-ଶୁକ୍ଳ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Post Views100 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!