ପୁଣି ନୀରଜଙ୍କୁ ସ୍ବର୍ଣ୍ଣ

ପୁଣି ନୀରଜଙ୍କୁ ସ୍ବର୍ଣ୍ଣ । ବିଶ୍ବ ଦୌଡ଼କୁଦ ପ୍ରତିଯୋଗିତାରେ ନୀରଜ ଚୋପ୍ରାଙ୍କୁ ସ୍ବର୍ଣ୍ଣ ।  ବିଶ୍ବ ଦୌଡ଼କୁଦର ଦୀର୍ଘ ୪୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଭାରତକୁ ସ୍ବର୍ଣ୍ଣ ପଦକ ମିଳିଛି। ଅଲିମ୍ପିକ ସ୍ବର୍ଣ୍ଣ ବିଜୟର ଠିକ୍‌ ଦୁଇ ବର୍ଷ ପରେ  ନୀରଜ ଚୋପ୍ରା ଏହି ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ଏହାଫଳରେ ସମସ୍ତ ପ୍ରମୁଖ ବିଶ୍ବସ୍ତରୀୟ ପ୍ରତିଯୋଗିତା ଅଲିମ୍ପିକ, ରାଜ୍ୟଗୋଷ୍ଠୀ, ଏସୀୟ କ୍ରୀଡ଼ା ଓ ବିଶ୍ୱ ଦୌଡ଼କୁଦ ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ କବ୍‌ଜା କରିବାରେ ସେ ପ୍ରଥମ ଭାରତୀୟ ହୋଇପାରିଛନ୍ତି । ନୀରଜଙ୍କ ଏହି ଐତିହାସିକ ସଫଳତାରେ ଦେଶ ଉତ୍ସବମୁଖର ହୋଇଯାଇଛି ।

 

Post Views46 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!