ଆଜି ଜାତୀୟ କ୍ରୀଡା ଦିବସ

ଆଜି ଜାତୀୟ କ୍ରୀଡା ଦିବସ । ହକି ଖେଳାଳି ଧ୍ୟାନଚାନ୍ଦଙ୍କ ଜନ୍ମ ଦିନକୁ ଜାତୀୟ କ୍ରୀଡା ଦିବସ ରୁପେ ପାଳନ କରାଯାଉଛି । ଧ୍ୟାନଚାନ୍ଦଙ୍କ ବଳିଷ୍ଠ ଖେଳ ବଳରେ ୧୯୨୮,୧୯୩୨ ଏବଂ ୧୯୩୬ ମସିହାରେ ତିନୋଟି ଅଲିମ୍ପିକ୍ ସ୍ବର୍ଣ୍ଣ ପଦକ ଅର୍ଜନ କରିଥିଲା ଭାରତୀୟ ହକି ଟିମ୍ । ଧ୍ୟା ଚାନ୍ଦ ଆହ୍ଲାବାଦରେ 29 ଅଗଷ୍ଟ 1905 ରେ ରାଜପୁତ ପରିବାରରେ ଜନ୍ମଗ୍ରହଣ କରିଥିଲେ । ୧୯୫୬ ମସିହା ଅଗଷ୍ଟ ୨୯ ତାରିଖରେ ଭାରତ ସରକାର ତାଙ୍କୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ । ଏକମାତ୍ର ଖେଳାଳି ଭାବେ ତାଙ୍କ  ସମ୍ମାନର୍ଥେ ସ୍ମରଣୀୟ ଡାକ ଷ୍ଟାମ୍ପ ଓ କଭର୍ ଜାରି ହୋଇଛି ।

Post Views16 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!