ଏବେ ବି ମଣିପୁରରେ ଥମୁନି ହିଂସା। ଆଜି ପୁଣି ହୋଇଛି ଗୁଳିମାଡ଼ । ଯେଉଁଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ବିଷ୍ଣୁପୁର-ଚୁରାଚାନ୍ଦପୁର ସୀମାରେ ଗୁଳିମାଡ଼ ହୋଇଛି । ନରଣସୈନା ଗାଁର କିଛି ଚାଷୀ ଜମିରେ କାମ କରୁଥିବା ବେଳେ ହଠାତ୍ ୭ଜଣ ବନ୍ଧୁକ ଧାରୀ ତାଙ୍କ ଉପରେ ଗୁଳି ଚଳାଇଥିଲେ । ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ୨ ମୃତକ ହେଲେ ଲାଇବୁଜମ ଇନାଓ ଓ ଜଙ୍ଗମିନଲେନ୍ ଗାଙ୍ଗଟେ । ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ପୋଲିସ । ସ୍ଥିତିକୁ ନଜରରେ ରଖି ସ୍ବତନ୍ତ୍ର ଫୋର୍ସ ମୁତୟନ ହୋଇଛନ୍ତି ।
Related Posts
ନମୋ ଭାରତ କରିଡରକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
କମ ସମୟ ମଧ୍ୟରେ ଯାତ୍ରା କରିବାକୁ ଦିଲ୍ଲୀରୁ ମେରୁଟ ଯାଉଥିବା ଯାତ୍ରୀଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଭାଜପା ଗଡ଼ରେ ବାଜି ମାରିନେଲେ ଭିନେଶ
ହରିୟାଣା ୨୦୨୪ ବିଧାନସଭା ନିର୍ବାଚନର ମତଗଣନା ମଙ୍ଗଳବାର କରାଯାଉଛି। ରାଜ୍ୟର ଜିନ୍ଦ ଜିଲାର ହଟ୍ ସିଟ୍ ମଧ୍ୟରେ ରହିଥିବା ଜୁଲାନା…
ଗୁଜରାଟରୁ ଇଲିସି ମାଛ ଆମଦାନୀ ଉପରେ କଟକଣା ଲଗାଇଲେ ବାଂଲାଦେଶ ସରକାର
ଗୁଜରାଟରୁ ଇଲିସି ମାଛ ଆମଦାନୀ ଉପରେ କଟକଣା ଲଗାଇଲେ ବାଂଲାଦେଶ ସରକାର। ଆମଦାନୀ ପାଇଁ ପୂର୍ବରୁ ଦିଆଯାଇଥିବା ନୋ ଅବଜେକ୍ସନ…

