ପୁଣି ସଫ୍ଟ ଲ୍ୟାଣ୍ଡ କଲା ଲ୍ୟାଣ୍ଡର

ଇସ୍ରୋକୁ ବଡ଼ ସଫଳତା।  ପୁଣି ସଫ୍ଟ ଲ୍ୟାଣ୍ଡ କଲା ଲ୍ୟାଣ୍ଡର । ଲ୍ୟାଣ୍ଡିଂ ସ୍ଥଳରୁ ୪୦ ସେମି ଉଚ୍ଚକୁ ଉଠିବା ସହ ୩୦ରୁ ୪୦ ସେମି ଦୂରରେ ସୁରକ୍ଷିତ ଭାବେ ଲ୍ୟାଣ୍ଡ କରିଛି । କମାଣ୍ଡ ଅନୁସାରେ ଇଞ୍ଜିନ ଫାୟାର ହେବା ସହ ନିଜେ ନିଜକୁ ଅନ୍ୟ ଏକ ସ୍ଥାନକୁ ସ୍ଥାନାନ୍ତରିତ କରିବାରେ ସଫଳ ହୋଇଛି ଲ୍ୟାଣ୍ଡର ବିକ୍ରମ । ଲ୍ୟାଣ୍ଡରର ଏହି ସଫଳତା ପରେ ଭବିଷ୍ୟତରେ ବିକ୍ରମ ଫେରିବା ସହ ମାନବ ମିଶନ ସଫଳ ହେବା ଆଶା ବଢ଼ିଛି ।ଏନେଇ ଇସ୍ରୋ ଭିଡିଓ ସେୟାର କରିଛି ।

Post Views16 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!