+2 ନାମଲେଖା ପାଇଁ ଦ୍ବିତୀୟ ପର୍ଯ୍ୟାୟ

ଆଜିଠୁ ଆରମ୍ଭ  ହୋଇଛି ଯୁକ୍ତଦୁଇ ନାମଲେଖା ପାଇଁ ଦ୍ବିତୀୟ ପର୍ଯ୍ୟାୟ । ପ୍ରଥମ ପର୍ଯ୍ୟାୟରେ ବିଭିନ୍ନ ସମସ୍ୟା ଯୋଗୁ ନାମ ଲେଖାଇପାରିନଥିବା ଛାତ୍ରଛାତ୍ରୀ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ । ପ୍ରଥମ ପର୍ଯ୍ୟାୟରେ ଆବେଦନ କରି ସିଟ୍ ପାଇନଥିବା ଛାତ୍ରଛାତ୍ରୀ ମଧ୍ୟ ନାମ ଲେଖାଇବା ପାଇଁ ଆବେଦନ କରିପାରିବେ । ସେମାନଙ୍କୁ ଆବେଦନ ଶୁଳ୍କ ଦେବାକୁ ପଡ଼ିବ ନାହିଁ । କେବଳ ନୂଆ ଆବେଦନ କରୁଥିବା ଛାତ୍ରଛାତ୍ରୀ ଆବଶ୍ୟକ ଫି ଦାଖଲ କରିବେ । ଆସନ୍ତା ୨୨ ତାରିଖ ମଧ୍ୟାହ୍ନ ୧୨ଟାରେ ସିଟ ଆଲଟମେଣ୍ଟ ତାଲିକା ପ୍ରକାଶ ପାଇବ ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!