୧୫ ଜଣିଆ ସ୍କ୍ବାଡ ଘୋଷଣା କଲା ବିସିସିଆଇ

ବିଶ୍ବ କପ୍ ପାଇଁ ଟିମ୍ ଇଣ୍ଡିଆର ୧୫ଜଣିଆ ସ୍କ୍ବାଡ ଘୋଷଣା କଲା ବିସିସିଆଇ । ରୋହିତ ଶର୍ମାଙ୍କ ନେତୃତ୍ବରେ ମଇଦାନକୁ ଓହ୍ଲାଇବ ମେନ ଇନ୍ ବ୍ଲୁ  । ଏସିଆ କପରେ ଖେଳୁଥିବା ଟିମରୁ ସଞ୍ଜୁ ସାମସନ ଓ ତିଲକ ବର୍ମା ବାଦ ପଡ଼ିଥିବା ବେଳେ ଇଶାନ କିଷନ, ଅକ୍ଷର ପଟେଲ ସୂର୍ଯ୍ୟ କୁମାର ଯାଦବ ଓ ମହମ୍ମଦ ସିରାଜ ପ୍ରଥମ ଥର ଲାଗି ବିଶ୍ବକପ ଖେଳିବେ । ସେହିପରି ଦଳରେ ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟଶ ଆୟର, କେ ଏଲ ରାହୁଲଙ୍କୁ ସାମିଲ କରାଯାଇଛି । ହାର୍ଦ୍ଦିକ ପାଣ୍ଡ୍ୟା ଉପ ଅଧିନାୟକ ଦାୟିତ୍ବ ତୁଲାଇବେ । କେ ଏଲ ରାହୁଲ ଓ ଇଶାନ କିଷନ ଉଇକେଟ ରକ୍ଷକ ଦାୟିତ୍ବ ତୁଲାଇବେ ।

 

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!