G-20 ଶିଖର ସମ୍ମିଳନୀ  

ଆଜିଠୁ ଆରମ୍ଭ ହେଲା ଜି୨୦ ଶିଖର ସମ୍ମିଳନୀ  । ଦୁଇ ଦିନ ଧରି ନୂଆଦିଲ୍ଲୀରେ ସମ୍ମିଳନୀ ଚାଲିବ। ଜି୨୦ ଶିଖର ସମ୍ମିଳନୀରେ ଯୋଗ ଦେବା ଲାଗି ଅତିଥିମାନେ ପହଞ୍ଚିଛନ୍ତି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନାକ, ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା, ଆର୍ଜେଣ୍ଟିନା ରାଷ୍ଟ୍ରପତି ଆଲବର୍ଟୋ ଫର୍ଣାଣ୍ଡିଜ, ନାଇଜେରିଆର ରାଷ୍ଟ୍ରପତି, ମରିସସ ପ୍ରଧାନମନ୍ତ୍ରୀ, ଇଟାଲୀ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ପ୍ରମୁଖ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି । ସେହିପରି ମେକ୍ସିକୋର ଅର୍ଥମନ୍ତ୍ରୀ, ୟୁରୋପ କମିଶନର ଅଧ୍ୟକ୍ଷ, ୟୁରୋପ ପରିଷଦର ଅଧ୍ୟକ୍ଷ, ଓଇସିଡି ମହାସଚିବ, ଆନ୍ତର୍ଜାତିକ ମୁଦ୍ରା ପାଣ୍ଠିର ପରିଚାଳନା ନିର୍ଦ୍ଦେଶକ ଏବଂ ବିଶ୍ବ ବାଣିଜ୍ୟ ସଂଗଠନର ମହାନିର୍ଦ୍ଦେଶକ ମଧ୍ୟ ଏହି ସମ୍ମିଳନୀରେ ଯୋଗ ଦେଇଛନ୍ତି ।ବିଭିନ୍ନ ପ୍ରସଙ୍କରେ ହେବ ଆଲୋଚନା ।

 

Post Views13 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!