2ଦିନ ପ୍ରବଳ ବର୍ଷିବ

ସୃଷ୍ଟି ହେଲା ସୁଦୃଶଃ -ଲଘୁଚାପ କ୍ଷେତ୍ର । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ । ଏହା ଆଗାମୀ ୨ ଦିନ ଯାଏଁ ଓଡିଶା ଏବଂ ଛତିଶଗଡ ମଧ୍ୟ ଦେଇ ଅତିକ୍ରମ  କରିବାର ସମ୍ଭାବନା ରହିଛି । ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କଳହାଣ୍ଡି, ନୂଆପଡା, ବଲାଙ୍ଗିର, ବରଗଡ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ନବରଙ୍ଗପୁର ଏବଂ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ ।

Post Views8 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!