ସ୍କ୍ରବ ଟାଇଫସ ସୁନ୍ଦରଗଡ଼ରେ କାୟା ମେଲାଉଛି । ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେଣି ଆଉ ୧୦ ଆକ୍ରାନ୍ତ । ସୁନ୍ଦରଗଡରେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ୧୯୩ରେ ପହଞ୍ଚିଛି । ପୂର୍ବରୁ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିଲା । ତେବେ ଚିକିତ୍ସା ପାଇଁ ଯଥେଷ୍ଟ ଔଷଧ ମହଜୁଦ ଥିବା ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଏହାସହ ଲୋକଙ୍କୁ ସଚେତନ କରାଯିବା ସହ ଟେଷ୍ଟିଂ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦିଆଯାଇଛି
Related Posts
ଓଡ଼ିଶାରେ ବଢ଼ିଛି ଅପରାଧ
ଓଡ଼ିଶାରେ ଡବଲ୍ ଇଞ୍ଜିନ ସରକାର ହେବା ଦିନରୁ ଆଇନଶୃଙ୍ଖଳା ସ୍ଥିତି ବିଗିଡ଼ି ଯାଇଛି। ବିଜେପିର ସାତ ମାସର ସରକାରରେ ରାଜ୍ୟରେ…
ଭୁବନେଶ୍ୱରରେ ଉତ୍ସାହ ଓ ଭବ୍ୟତାର ସହ ମହିଳା ସ୍ଥପତିଙ୍କ ଆନ୍ତର୍ଜାତିକ ସମ୍ମିଳନୀ ଆରମ୍ଭ
ଭୁବନେଶ୍ୱର: ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟର ପକ୍ଷରୁ ମହିଳା ସ୍ଥପତିମାନଙ୍କୁ ସମର୍ପିତ ପ୍ରଥମ ଆନ୍ତର୍ଜାତିକ ସମ୍ମିଳନୀ…
ଅନୁପମ ଶାହଙ୍କୁ ଅତିରିକ୍ତ ଭାବେ ଶ୍ରମ କମିଶନର ଦାୟିତ୍ୱ
ଓପେସା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ତଥା ୨୦୧୨ ବ୍ୟାଚ୍ ଆଇଏଏସ୍ ଅନୁପମ ଶାହଙ୍କୁ ଅତିରିକ୍ତ ଭାବେ ଶ୍ରମ କମିଶନର ଦାୟିତ୍ୱ…

