ମନ୍ତ୍ରୀପଦରୁ ଇସ୍ତଫା ଦେଲେ ପ୍ରମିଳା ମଲ୍ଲିକ

ଆଜି ବାଚସ୍ପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିବେ ପ୍ରମିଳା ମଲ୍ଲିକ।

ମନ୍ତ୍ରୀପଦରୁ ଇସ୍ତଫା ଦେଲେ ପ୍ରମିଳା ମଲ୍ଲିକ । ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀପଦରୁ ଇସ୍ତଫା ଦେଇଛନ୍ତି ପ୍ରମିଳା ।

ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ମନ୍ତ୍ରୀପଦରୁ ଇସ୍ତଫା ଦେଇଛନ୍ତି ପ୍ରମିଳା ।

ପୂର୍ବରୁ ବାଚସ୍ପତି ପଦରେ ଥିବା ବିକ୍ରମ କେଶରୀ ଆରୁଖଙ୍କୁ ପୁଣିଥରେ ନବୀନ ନିଜ ମନ୍ତ୍ରୀମଣ୍ଡଳକୁ ଆଣିବା ପରେ ବାଚସ୍ପତି ପଦ ଫାଙ୍କା ପଡିଥିଲା । କିଏ ପରବର୍ତ୍ତୀ ବାଚସ୍ପତି ହେବେ ତାହାକୁ ନେଇ ଅନେକ ନାଁକୁ ନେଇ ଚର୍ଚ୍ଚା ହେଉଥିଲା ।

Post Views18 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!