ବିଜେଡିରୁ ବହିଷ୍କୃତ ହେଲେ ଦୁଇ ବିଧାୟକ

ଗତ କିଛି ଦିନ ତଳେ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେଡି ଉପ-ସଭାପତି ପଦରୁ ହଟାଯାଇଥିଲା । ବିଜେଡିରୁ ବହିଷ୍କୃତ ହେଲେ ଦୁଇ ବିଧାୟକ ।

ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ସହିତ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡାଙ୍କୁ ଦଳରୁ ବହିଷ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖାଲି ସେତିକି ନୁହେଁ, ରେମୁଣା ବିଧାୟକ ସୁଧାଂଶୁ ଶେଖର ଷଡଙ୍ଗୀଙ୍କୁ ମଧ୍ୟ ଦଳରୁ ବହିଷ୍କୃତ କରାଯାଇଛି ।

ଏନେଇ ନିଜେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ନିଜ ସମ୍ପାଦକୀୟ ଆଲେଖ୍ୟ ମାଧ୍ୟମରେ ମନ୍ତ୍ରୀ ବଡ ନା ସଚିବ ବଡ ନେଇ ପ୍ରଶ୍ନ ଉଠାଇବା ପରେ ତାଙ୍କ ବିରୋଧରେ ଆକ୍ରୋଶମୂଳକ ଭାବେ ଏପରି କରିଥିଲା ବିଜୁ ଜନତା ଦଳ । ଆଉ ଉପ-ସଭାପତି ପଦରୁ ହଟାଇବା ପରେ ଏବେ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି ।

Post Views26 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!