ନରେନ୍ଦ୍ର ମୋଦି ଷ୍ଟାଡିୟମକୁ ବୋମା ଧମକ ଦେଇଥିବା ବ୍ୟକ୍ତି ଗିରଫ

ନରେନ୍ଦ୍ର ମୋଦି ଷ୍ଟାଡିୟମକୁ ବୋମା ଧମକ ଦେଇଥିବା ବ୍ୟକ୍ତି ଗିରଫ। ସହରର ନରେନ୍ଦ୍ର ମୋଦି ଷ୍ଟାଡିୟମ ଉପରେ ଆକ୍ରମଣ କରିବାକୁ ଧମକ ଦେଇଥିବା ବ୍ୟକ୍ତିଙ୍କୁ ଅହମ୍ମଦାବାଦ କ୍ରାଇମବ୍ରାଞ୍ଚ ଗିରଫ କରିଛି।

ନିକଟରେ ପୋଲିସ ଏକ ମେଲ ପାଇଥିଲା, ଯେଉଁଥିରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମକୁ ବୋମାରେ ଉଡାଇଦେବାକୁ ଧମକ ଦିଆଯାଇଥିଲା।

Post Views13 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!