୨୪ ଘଣ୍ଟା ଭିତରେ ସ୍ଥାନ ଛାଡ…

 

israel-orders-11-lakh-palestinians-to-move-to-southern-gaza

ପାଲେଷ୍ଟାଇନ ନାଗରିକଙ୍କୁ ସ୍ଥାନ ଛାଡିବାକୁ ଚେତାବନୀ । ୨୪ ଘଣ୍ଟା ମରେ ପାଲେଷ୍ଟାଇନ ନାଗରିକଙ୍କୁ ଗାଜାର ଦକ୍ଷିଣ ଅଂଚଳକୁ ଚାଲିଯିବାକୁ କୁହାଯାଇଛି । ଇସ୍ରାଏଲ ସେନା ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଥିବା ଜାତିସଂଘ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଇସ୍ରାଏଲ ସୀମାନ୍ତ ଗାଜାର ଏହି ଅଂଚଳରୁ ଥିବା ଜାତିସଂଘ କାର୍ଯ୍ୟାଳୟକୁ କର୍ମଚାରୀଙ୍କୁ ଛାଡିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିବା ଆନ୍ତର୍ଜାତିକ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । ଏହାପରେ ଏହି ଦୁଇ ବିମାନ ବନ୍ଦରକୁ ବନ୍ଦ କରି ଦିଆଯାଇଛି  । ଇସ୍ରାଏଲ ଏବଂ ଲେବନାନ ମଧ୍ୟରେ ମଧ୍ୟ ଏହି ବିବାଦୀୟ ସ୍ଥାନକୁ ନେଇ ଦୁଇ ସେନା ମଧ୍ୟରେ ଗୁଳିବିନିମୟ ହୋଇଥିଲା ।…

Post Views13 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!