ବର୍ଷାରେ ଭିଜିବ ଦଶହରା !

ଘନୀଭୁତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ୨୩ରେ ନେବ ଅବପାତର ରୂପ  । ଦୁଇ ଦିନ ପରେ ରାଜ୍ୟରେ ବଦଳିବ ପାଗ । ଉପକୂଳ ଓଡ଼ିଶାରେ ବଡ ବର୍ଷା ସମ୍ଭାବନା ରହିଛି । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ ଏବଂ ଗଜପତିରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ଏଣୁ ଆଜିଠୁ ମତ୍ସଜୀବୀଙ୍କୁ ସମୁଦ୍ର ମନା କରାଯାଇଛି ଲଘୁଚାପ ଏବେ ଓଡ଼ିଶା ଠାରୁ ପାଖାପାଖି ଏକ ହଜାର କିଲୋମିଟର ଦୂରରେ ଥିବାରୁ ଓଡ଼ିଶାରେ ପାଗ ଶୁଖିଲା ରହିଛି  ।

Post Views8 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!