() ରାଜ୍ୟର ସବୁ ବିଶ୍ବବିଦ୍ୟାଳୟ କ୍ୟାମ୍ପସ ହେବ WiFi ଯୁକ୍ତ । ଛାତ୍ର ଛାତ୍ରୀଙ୍କୁ ମିଳିବ ମାଗଣା WiFi । ଯାହାକି ଛାତ୍ରଛାତ୍ରୀଙ୍କୁ ପାଠପଢିବାରେ ସୁବିଧା ଯୋଗାଇବ । ପିଲାଙ୍କ ଶିକ୍ଷାଆହରଣରେ ସୁବିଧାକୁ ନଜରରେ ରଖି ଉଚ୍ଚଶିକ୍ଷା ବିଭାଗର ଏହି ନିଷ୍ପତ୍ତି ନେଇଛି । ଅଧିକାଂଶ ପାଠ୍ୟ ପୁସ୍ତକ ଅନ୍ ଲାଇନରେ ରହିଛି । ମାଗଣା ଓ୍ବାଇଫାଇ ସୁବିଧା ଦ୍ବାରା ଛାତ୍ରଛାତ୍ରୀଙ୍କ ଅଧ୍ୟୟନରେ ସହାୟକ ହେବ । ଯାହା ଫଳରେ ଶୈକ୍ଷିକ ବାତାବରଣରେ ଉନ୍ନତି ଆସିପାରିବ। ଏଥିପାଇଁ କ୍ୟାମ୍ପସ ରେ ଓ୍ବାଇଫାଇ ନେଟଓ୍ବର୍କ ଇନଷ୍ଟଲ କରିବା ଲାଗି ବ୍ୟୟ ଅଟକଳ ଦେବାକୁ ସବୁ ବିଶ୍ବବିଦ୍ୟାଳୟର କୁଳସଚିବଙ୍କୁ ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ ।
Related Posts
୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଦାନ କଲେ ସୁଭଦ୍ରା ସହାୟତା ରାଶି
ସୁଭଦ୍ରା ଯୋଜନାର ପ୍ରାୟ ୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓୟୁଏଟି…
କାମାକ୍ଷାନଗର ଉପଜିଲ୍ଲାପାଳଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ
ଢେଙ୍କାନାଳ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ସରକାରୀ ବାସ ଭବନ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୁତ ସମ୍ପତ୍ତି…
ଆସିଲା ସିବିଏସ୍ଇର ନୂଆ ଗାଇଡ୍ଲାଇନ
କେନ୍ଦ୍ର ସରକାରଙ୍କ ସିବିଏସ୍ଇ ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ ନୂଆ ଗାଇଡ୍ଲାଇନ୍ ଜାରି କରିଛି। ଏହି ମାର୍ଗଦର୍ଶିକା ଅନୁସାରେ…


