ସଚିନ ତେନ୍ଦୁଲକରଙ୍କ ପ୍ରତିମୂର୍ତ୍ତି ଉଦଘାଟିତ

ଉଦଘାଟିତ ହେଲା କିମ୍ବଦନ୍ତୀ କ୍ରିକେଟ ତାରକା ସଚିନ ତେନ୍ଦୁଲକରଙ୍କ ପ୍ରତିମୂର୍ତ୍ତି । ମୁମ୍ବାଇ ଓ୍ବାଙ୍ଖଡେ ଷ୍ଟାଡିଅମରେ ଉଦଘାଟିତ ହୋଇଛି ।ଭାରତ-ଶ୍ରୀଲଙ୍କା ମ୍ୟାଚ ପୂର୍ବରୁ କ୍ରିକେଟ ଲିଜେଣ୍ଡ ତେନ୍ଦୁଲକରାଙ୍କ ଲାଇଫ-ସାଇଜ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଥିଲା। ସଚିନ ତେନ୍ଦୁଲକର ଓ ତାଙ୍କ ପରିବାରର ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏହି ପ୍ରତିମୂର୍ତ୍ତି ଉନ୍ମୋଚିତ କରିଛନ୍ତି । ଓ୍ବାଙ୍ଖଡେ ଷ୍ଟାଡିଅମର ସଚିନ ତେନ୍ଦୁଲକର ଷ୍ଟାଣ୍ଡ ନିକଟରେ ଏହି ପ୍ରତିମୂର୍ତ୍ତି ପ୍ରତିଷ୍ଠା କରାଯାଇଛି ।

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!