ନେପାଳରେ ଭୂମିକମ୍ପ, ୧୫୪ ମୃତ

ଥରିଲା ନେପାଳ ।ଭୂମିକମ୍ପରେ ଗଲାଣି ୧୫୪ ଜଣଙ୍କ ଜୀବନ । ଅନେକ ଲୋକ ଏବେ ବି ଘର ତଳେ ଚାପି ହୋଇ ରହିଥିବା ସୂଚନା ରହିଛି । ନେପାଳରେ ହୋଇଥିବା ଭୂକମ୍ପର ପ୍ରଭାବ ମଧ୍ୟ ଦିଲ୍ଲୀ-ଏନସିଆର ସମେତ ଗାଜିଆବାଦ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ହରିୟାଣା, ପଞ୍ଜାବ ଏବଂ ବିହାର ରାଜଧାନୀ ପାଟନାରେ ଅନୁଭୂତ ହୋଇଥିଲା । ଭୂକମ୍ପର କେନ୍ଦ୍ର ନେପାଳର କାଠମାଣ୍ଡୁ ଠାରୁ ୩୩୧ କିଲୋମିଟର ଉତର-ପଶ୍ଚିମରେ ୧୦ କିଲୋମିଟର ଭୂତଳରେ ଥିଲା । ଭୂକମ୍ପ ପରେ ବିମାନ ସେବା ବାତିଲ ହୋଇଛି

 

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!