ଆସନ୍ତା ୨୭ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ୨୭ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ବାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ।
ଏନେଇ ରାଷ୍ଟ୍ରପତିଙ୍କ ଭବନ ତରଫରୁ ସୂଚନା ଦିଆଯାଇଛି । ରାଷ୍ଟ୍ରପତି ଆସନ୍ତା ୨୭ ତାରିଖ ସକାଳ ୧୦ଟାରୁ ଏହି ଉତ୍ସବରେ ଯୋଗଦେବେ । ଓଡ଼ିଆ ଜାତିର ଅନନ୍ୟ ପରମ୍ପରା, ସାଧବ ପୁଅଙ୍କର ବୀରତ୍ୱର ଗାଥା ବହନ କରୁଥିବା ଏହି ବୋଇତ ବନ୍ଦାଣ ଉତ୍ସବ ପାରାଦ୍ୱୀପ ବନ୍ଦର କର୍ତ୍ତୃପକ୍ଷ ପ୍ରତିବର୍ଷ ପାଳନ କରନ୍ତି।

Post Views22 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!