ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତିନାମା ସ୍ୱାକ୍ଷରିତ

ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତିନାମା ସ୍ୱାକ୍ଷରିତ ହେଲା । ଦିଲ୍ଲୀ ମେଟ୍ରୋ ରେଳ ନିଗମ ସହ ହେଲା ଚୁକ୍ତିନାମା । ପ୍ରକଳ୍ଫ ପାଇଁ ୬୨୫୫କୋଟିର ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ରାଜ୍ୟର ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ଗଡିବ  । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ BMRC ଓ DMRC ମଧ୍ୟରେ ଚୁକ୍ତି ହୋଇଛି । ୪ବର୍ଷରେ ସରିବ ମେଟ୍ରୋ ରେଳ ପ୍ରକଳ୍ପ କାମ

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!