ଆଜି ରାଧାପାଦ ଦର୍ଶନ

ଆଜି ପବିତ୍ର ଅଁଳା  ନବମୀ । ରାଧାପାଦ ଦର୍ଶନ କରୁଛନ୍ତି ଭକ୍ତ ଶ୍ରଦ୍ଧାଳୁଷ । ଏହି ଅବସରରେ ପୁରୀ ସାକ୍ଷୀଗୋପାଳ ସ୍ଥିତ ସାକ୍ଷୀଗୋପୀନାଥ ମନ୍ଦିରରେ ମା’ ରାଧା ଓଡ଼ିଆଣୀ ବେଶରେ ଭୂଷିତ ହୋଇଛନ୍ତି । ପବିତ୍ର ଅଁଳା ନବମୀ ଅବସରରେ ବର୍ଷକୁ ଥରଟିଏ ଏହି ବେଶ ସହ ରାଧା ପାଦ ଦର୍ଶନ ପାଇଁ ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ରାଧାକୃଷ୍ଣଙ୍କୁ ବିବିନ୍ନ ସ୍ବର୍ଣ୍ଣ ଅଳଙ୍କାରରେ ଭୂଷିତ କରାଯାଇଛି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ସମସ୍ତ ବନ୍ଦୋବସ୍ତ କରିଥିବା ବେଳେ, ଗହଳିକୁ ନଜରରେ ରଖି ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଛି ।

Post Views7 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!