ଓଡିଶା ଛାଡିଲେ ରାଷ୍ଟ୍ରପତି ।ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ବାଙ୍ଗାରୋଲ ଯାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସମ୍ବଲପୁରରେ ବ୍ରହ୍ମକୁମାରୀ ସଂସ୍ଥା ଦ୍ବାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ, ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବା ପରେ ଝାରସୁଗୁଡ଼ା ବିମାନବନ୍ଦରରୁ ବେଙ୍ଗାଳୁରୁ ଅଭିମୁଖେ ଗସ୍ତ କରିଛନ୍ତି ରାଷ୍ଟପତି । ତିନିଦିନିଆ ଓଡ଼ିଶା ଗସ୍ତରେ ମୟୂରଭଞ୍ଜ ଓ ସମ୍ବଲପୁରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ରାଷ୍ଟ୍ରପତି । ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହ ଗତକାଲି ଭିସୁଟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ ।
Related Posts
ବାଂଲାଦେଶୀ ସିଙ୍ଗର ଜେମସଙ୍କ ଉପରକୁ ଆକ୍ରମଣ
ବନ୍ଦ ରହିଲା ଲୋକପ୍ରିୟ ବାଂଲାଦେଶୀ ସିଙ୍ଗର ଜେମସଙ୍କ କନସର୍ଟ । ଢାକା ଠାରୁ ପ୍ରାୟ ୧୨୦ କିଲୋମିଟର ଦୂରରେ ଫରିଦପୁରରେ…
ଲାକ୍ଷାଦ୍ୱୀପରେ ପ୍ରଧାନମନ୍ତ୍ରୀଙ୍କ ଦୁଃସାହସିକ କାର୍ଯ୍ୟ
ପ୍ରଧାନମନ୍ତ୍ରୀଙ୍କ କଲେ ଜଳ କ୍ରିଡା । ଲାକ୍ଷାଦ୍ୱୀପରେ ପ୍ରଧାନମନ୍ତ୍ରୀଙ୍କ ଦୁଃସାହସିକ କାର୍ଯ୍ୟ । ସମୁଦ୍ରରେ ସ୍କୁବା ଡ୍ରାଇଭିଂ କଲେ ନରେନ୍ଦ୍ର…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ୍ଙ୍କୁ ମିଳିଲା ଜାମିନ୍
ଦିଲ୍ଲୀ ମଦ ନୀତି ମାମଲାରେ ସିବିଆଇ ଗିରଫ କରିଥିବା ବେଳେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ଙ୍କୁ ସୁପ୍ରିମ୍କୋର୍ଟ ଜାମିନ୍ ପ୍ରଦାନ…

