ଆ କା ମା ବୈ…

ଆ କା ମା ବୈ ପାନଗୁଆ ଥୋଇ… ପାନ ଗୁଆ ତୋ’ର.. ମାସକ ଧରମ ମୋର । ଆଜି କାର୍ତ୍ତିକ ମାସର ଶେଷ ଦିନରେ ପୁସ୍କରିଣୀରେ ଡଙ୍ଗା ଭସାଇଛନ୍ତି ଶ୍ରଦ୍ଧାଳୁ । ଓଡିଶା ସଂସ୍କୃତି ଓ ପରମ୍ପରାକୁ ମନେପକାଇ ଡଙ୍ଗା ଭସାଯାଇଛି । ଭୋରରୁ ଜଳାଶୟରେ ପରମ୍ପରା ପାଳନ କରାଯାଇଛି । ପୁରୀ ମହୋଦଧୀ, ତୀର୍ଥ ପୁଷ୍କରିଣୀ, ଭୁବନେଶ୍ବର ବିନ୍ଦୁସାଗର, କଟକ ନଈପଠା ଓ ଯାଜପୁର ଦଶ୍ବାଶମେଧ ଘାଟ ପରି ଅନେକ ତୀର୍ଥ ସ୍ଥାନରେ ଡଙ୍ଗା ଭସାଇଛନ୍ତି ଶ୍ରଦ୍ଧାଳୁ । ଓଡ଼ିଆ ପରମ୍ପରାକୁ ମନେ ପକାଇ ଆଜିର ଦିନକୁ ପାଳିଛନ୍ତି ଲୋକେ ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!