ବିଜେଡିରେ ବିଦ୍ଧିବଦ୍ଧ ଭାବେ ସାମିଲ ହେଲେ ଭିକେ ପାଣ୍ଡିଆନ୍

ବିଜେଡିରେ ବିଦ୍ଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ଭିକେ ପାଣ୍ଡିଆନ୍ ।
ସେପ୍ଟେମ୍ବର ୨୩ ତାରିଖରେ ପାଣ୍ଡିଆନ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ। ଅବସର ନେବାର ଗୋଟିଏ ଦିନ ପରେ ଶ୍ରୀ ପାଣ୍ଡିଆନଙ୍କୁ ରାଜ୍ୟ ସରକାରଙ୍କ 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା।। ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଥିଲେ। ଏହା ସହ ଶ୍ରୀ ପାଣ୍ଡିଆନଙ୍କୁ କ୍ୟାବିନେଟ ମନ୍ତ୍ରୀ ପ୍ୟାହା ମିଳିଥିଲା

ରାଜ୍ୟର ପାଖାପାଖି ସବୁ ଜିଲ୍ଲା ବୁଲି ଲୋକଙ୍କର ଦାବୀ ଓ ସମସ୍ୟା ଶୁଣିଥିଲେ ପାଣ୍ଡିଆନ୍ । ଲୋକଙ୍କର ଅଭାବ ଅସୁବିଧା ବାବଦରେ ଅନେକ ଦସ୍ତାବିଜ୍ ମଧ୍ୟ ଗ୍ରହଣ କରିଥିଲେ ।

ତେବେ ବିଜେଡିରେ ସକ୍ରିୟ ରାଜନୀତି ସହ ପାଣ୍ଡିଆନଙ୍କ ଯୋଗଦାନ ଦଳକୁ ଅଧିକ ଶକ୍ତିଶାଳୀ କରିବ ବୋଲି ଆଲୋଚନା ହେଉଛି ।

ଅକ୍ଟୋର ମାସରେ ସେ ପ୍ରଶାସନିକ ଅଧିକାରୀ ପଦରୁ ଅବ୍ୟାହତି ନେଇଥିଲେ । ଏହାପରେ କ୍ୟାବିନେଟ୍ ପାହ୍ୟା ସହିତ ତାଙ୍କୁ ନବୀନ ଓଡିଶା ଏବଂ ଫାଇଭ୍ ଟି ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Post Views36 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!