ଡିସେମ୍ବରରେ ବାତ୍ୟା ଭୟ। ଦକ୍ଷିଣ ଆଣ୍ଡାମାନ ସାଗରରରେ ସୃଷ୍ଟ ଲଘୁଚାପ ଆହୁରି ଅଧିକ ଘନୀଭୂତ ହୋଇ ପଶ୍ଚିମ ଓ ଉତ୍ତର – ପଶ୍ଚିମ ଦିଗରେ ଗତି କରୁଛି । ଭାରତୀୟ ପାଣିପାଗ ବିଭାଗର ଆାକଳନ ଅନୁସାରେ ଆସନ୍ତା କାଲି ସୁଦ୍ଧା ଏହା ଅବପାତ ଓ ପରବର୍ତ୍ତୀ ୨୪ ଘଣ୍ଟାରେ ତୀବ୍ର ଅବପାତରେ ପରିଣତ ହେବ । ସମୁଦ୍ର ଭିତରେ ଆାସନ୍ତା ୧ ତାରିଖ ବେଳକୁ ଏହା ଏକ ସାମୁଦ୍ରିକ ଝଡ଼ର ରୂପ ନେବାର ଅନୁମାନ କରାଯାଉଛି । ବାତ୍ୟାରେ ପରିଣତ ହେବା ପରେ ଏହାର ନାମ ‘ମିଗଜାଉଂ’ ରଖାଯିବ । ମିଆାଁମାରର ପ୍ରସ୍ତାବ ଅନୁସାରେ ଏହି ବାତ୍ୟାର ନାମକରଣ ଏପରି କରାଯାଇଛି । ଆାଇଏମଡିର ଜିଏଫଏସ ମଡ଼େଲ ଅନୁସାରେ ବାତ୍ୟା ‘ମିଗଜାଉଂ’ ଆାହୁରି ଘନୀଭୂତ ହୋଇ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଉତ୍ତର – ପଶ୍ଚିମ ଦିଗେର ଗତି କରିବ ।
Related Posts
୭୪ ବର୍ଷ ବୟସରେ ଦୁଇଟି ଶିଶୁକନ୍ୟାଙ୍କ ମା’ !
ଆନ୍ଧ୍ରପ୍ରଦେଶର ଗୁଣ୍ଟୁରର ଏର୍ରାମତି ମଙ୍ଗାୟମ୍ମା ୭୪ ବର୍ଷ ବୟସରେ IVF ଜରିଆରେ ଯମଜ ଝିଅଙ୍କୁ ଜନ୍ମ ଦେଇଥିଲେ। ଏହି ବିରଳ…
ଆରଏସ୍ଏସ୍ କାର୍ଯ୍ୟକ୍ରମରେ ଡାକଟିକଟ ଏବଂ ମୁଦ୍ରା ଜାରି କଲେ ପ୍ରଧାନମନ୍ତ୍ରୀ ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିନ ଆର୍ଏସ୍ଏସ୍ ଶତବାର୍ଷିକୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଛନ୍ତି। ଦିଲ୍ଲୀର ଡକ୍ଟର…
ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ଏହି ଲୋକ ପଡ଼ିବେ ବାଦ୍
ମୋଦି ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ସମ୍ପର୍କରେ ଯଦି ଆପଣ ମଧ୍ୟ ଏହି ଯୋଜନାର ପରବର୍ତ୍ତୀ କିସ୍ତି…

